ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଲେ ସନତ କୁମାର ମହାନ୍ତି

ଖୋର୍ଦ୍ଧା: ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ। ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ କୁମାର ରାଉତଙ୍କ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଖୋର୍ଦ୍ଧା ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଛନ୍ତି ସନତ କୁମାର ମହାନ୍ତି । ଗଞ୍ଜାମର କୋଭିଡ ପରିଚାଳନା OSD ଭାବେ କୀର୍ତ୍ତି ବାସନ ଓ ଜେ. ସୋନଲ୍‌ଙ୍କୁ ଗଜପତି କୋଭିଡ ପରିଚାଳନା OSDଦାୟିତ୍ୱ ଦିଆଯାଇଛି। IAS ଶୁଭଙ୍କର ମହାପାତ୍ରଙ୍କୁ ବାଲିଗୁଡ଼ା ଉପଜିଲ୍ଲାପାଳ ଦାୟିତ୍ୱ ଦିଆଯାଇଛି। ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ସମ୍ବଲପୁର ଉପଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି।

Leave A Reply

Your email address will not be published.