Below header

ବାଲୁକାକଳାରେ ପ୍ଲାଷ୍ଟିକ ବ୍ୟବହାର ବନ୍ଦ ନେଇ ସଚେତନତାର ବାର୍ତ୍ତା ଦେଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ବାଲୁକାକଳାରେ ପ୍ଲାଷ୍ଟିକ ବ୍ୟବହାର ବନ୍ଦ ନେଇ ସଚେତନତାର ବାର୍ତ୍ତା । ପୁରୀ ବେଳାଭୂମିରେ ଏଭଳି ବାଲୁକାକଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଚଳିତବର୍ଷ ସ୍ୱାଧୀନତା ଦିବସରେ ପ୍ଲାଷ୍ଟିକରେ ନିର୍ମିତ ଜାତୀୟ ପତାକା ବ୍ୟବହାର ନ କରିବା ପାଇଁ ବାଲୁକାକଳା ମାଧ୍ୟମରେ ସେ ବାର୍ତ୍ତା ଦେଇଛନ୍ତି । ପ୍ଲାଷ୍ଟିକ୍ ଓ ପଲିଥିନ୍ ବ୍ୟବହାର ଜନିତ ପ୍ରଦୂଷଣ ବନ୍ଦ କରିବାକୁ ଆହ୍ଵାନ ଦେଇଛନ୍ତି ସୁଦର୍ଶନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.