Below header

ସାଧାରଣତନ୍ତ୍ର ଦିବସ ଅବସରରେ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

୭୫ ତମ ସାଧାରଣତନ୍ତ୍ର ଦିବସ ପାଇଁ ପୁରୀ ବେଳାଭୂମିରେ ବାଲୁକା କଳା । ବାଲୁକା କଳାରେ ମେରା ଦେଶ ମହାନ୍ ଓ ହାପି ରିପବ୍ଲିକ୍ ଡେର ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ପୁରୀ (କେନ୍ୟୁଜ): ୭୫ ତମ ସାଧାରଣତନ୍ତ୍ର ଦିବସ ପାଇଁ ପୁରୀ ବେଳାଭୂମିରେ ବାଲୁକା କଳା । ବାଲୁକା କଳାରେ ମେରା ଦେଶ ମହାନ୍ ଓ ହାପି ରିପବ୍ଲିକ୍ ଡେର ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଲୁକା କଳା ମାଧ୍ୟମରେ ଆଜି ସାରା ଦେଶରେ ପାଳିତ ହେଉଥିବା ସାଧାରଣତନ୍ତ୍ର ଦିବସକୁ ସ୍ଥାନ ଦେଇଛନ୍ତି ବାଲୁକାକଳା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଏହି ବାଲୁକା କଳା ଦେଖିବାକୁ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ଼ ଜମିଛି । ସାରା ଦେଶ ଆଜି ଆନନ୍ଦ ଉଲ୍ଲାସରେ ସାଧାରଣତଦନ୍ତ୍ର ଦିବସକୁ ପାଳନ କରୁଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.