ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା

ପୁରୀ(କେନ୍ୟୁଜ୍) : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବାଲୁକାକଳା ମାଧ୍ୟମରେ ଶୁଭେଛା। ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିର୍ମାଣ କରିଛନ୍ତି ବାଲୁକାକଳା। ବାଲୁକାକଳା ମାଧ୍ୟମରେ ମହିଳାମାନଙ୍କୁ ସମାନତା ଅଧିକାର ଦେବା ପାଇଁ ଆହ୍ଵାନ୍‌ ଦିଆଯାଇଛି। ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ଅର୍ଜନ କରିଥିବା ମହିଳା ମାନଙ୍କ ପ୍ରତିକୃତି ଏହି ବାଲୁକାକଳାରେ ସାମିଲ କରାଯାଇଛି। ଏହାକୁ ଦେଖିବା ପାଇଁ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ ଜମିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.