ପୁରୀ(କେନ୍ୟୁଜ୍) : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବାଲୁକାକଳା ମାଧ୍ୟମରେ ଶୁଭେଛା। ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିର୍ମାଣ କରିଛନ୍ତି ବାଲୁକାକଳା। ବାଲୁକାକଳା ମାଧ୍ୟମରେ ମହିଳାମାନଙ୍କୁ ସମାନତା ଅଧିକାର ଦେବା ପାଇଁ ଆହ୍ଵାନ୍ ଦିଆଯାଇଛି। ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ଅର୍ଜନ କରିଥିବା ମହିଳା ମାନଙ୍କ ପ୍ରତିକୃତି ଏହି ବାଲୁକାକଳାରେ ସାମିଲ କରାଯାଇଛି। ଏହାକୁ ଦେଖିବା ପାଇଁ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ ଜମିଛି।
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…