ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା, ଆଜିଠୁ ଆରମ୍ଭ ରଥ ନିର୍ମାଣ

ପୁରୀ (କେନ୍ୟୁଜ୍) : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା । ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏହି ସୁନ୍ଦର ବାଲୁକାକଳା ନିର୍ମାଣ କରି ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଛନ୍ତି ।

ଆଜି ମଧ୍ୟ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥ ନିର୍ମାଣର ଅନୁକୂଳ କରାଯାଉଥିବାରୁ ଏହି ନୀତିକୁ ବାଲୁକା କଳା ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି । ରଥଖଳାରେ ରଥ କାଠ ସହ ମହାପ୍ରଭୁଙ୍କ ଚିତ୍ରକୁ ବାଲୁକାକାଳରେ ସ୍ଥାନିତ କରଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.