ବାଲୁକା କଳା ମାଧ୍ୟମରେ କରୋନା ଯୋଦ୍ଧାଙ୍କୁ ସଲାମ୍ ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ପୁରୀରେ ବାଲୁକା କଳା । COVID-19 ଯୁଦ୍ଧରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଡାକ୍ତର, ନର୍ସ ଏବଂ ପାରାମେଡିକାଲ୍ କର୍ମଚାରୀଙ୍କୁ ସେ ଏହି ବାଲୁକା କଳା ମାଧ୍ୟମରେ ସଲାମ ଜଣାଇଛନ୍ତି |

Leave A Reply

Your email address will not be published.