Below header

ବିଶ୍ୱ ହୃଦୟ ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା

ବିଶ୍ୱ ହୃଦୟ ଦିବସ ଉପଲକ୍ଷେ ପୁରୀ ଲାଇଟ ହାଉସ ବେଳାଭୂମିରେ ବାଲୁକା ଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା କଳା । ୧୫ ଫୁଟ ଓସାର ବିଶିଷ୍ଟ ବାଲୁକା କଳା ନିର୍ମାଣ କରିଛନ୍ତି ଶିଳ୍ପୀ ମାନସ । ଏଥିରେ ସେ ଏକ ହୃଦୟ ସହ ସାରା ବିଶ୍ୱର ଚିତ୍ରଣ କରି ସଚେତନତାର ବାର୍ତ୍ତା ଦେଇଛନ୍ତି । ସମସ୍ତେ ନିଜ ହୃଦୟ ପ୍ରତି ଯତ୍ନବାନ ହୁଅନ୍ତୁ ଏବଂ ତାର ସୁରକ୍ଷା କରି ଏକ ସୁସ୍ଥ ଜୀବନ ଯାପନ କରନ୍ତୁ ବୋଲି ସେ ବାର୍ତ୍ତା ଦେଇଛନ୍ତି । ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ତାଙ୍କୁ ୫ ଘଣ୍ଟା ସମୟ ଲାଗିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.