ରାଜ୍ୟ

ବିଶ୍ୱ ଦେଖିବ ବିଶ୍ୱର ସବୁଠୁ ବଡ଼ ହକି ଷ୍ଟିକ, କଟକ ବାଲିଯାତ୍ରା ପଡିଆରେ ସୁଦର୍ଶନ ପଟ୍ଟନାୟକଙ୍କ କଳାକୃତି

କଟକ(କେନ୍ୟୁଜ୍‌) : ବିଶ୍ୱ ଦେଖିବ ବିଶ୍ୱର ସବୁଠୁ ବଡ଼ ହକି ଷ୍ଟିକ। କଟକ ବାଲିଯାତ୍ରା ପଡିଆରେ ଏହି ଷ୍ଟିକ ର ର୍ନିମାଣ କରୁଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ହକି ବିଶ୍ୱକପର ଉଦ୍ଘାଟନୀ ଉତ୍ସବ ଉପଲକ୍ଷେ ହକିର ପ୍ରଚାର ଓ ପ୍ରସାର କରିବା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି ସୁଦର୍ଶନ ପଟ୍ଟନାୟକ।

୧୦୦ ଟନ ବାଲି ରେ ର୍ନିମାଣ ହୋଇଛି ଏହି ବାଲୁକା କଳା। ଏହି ହକି ଷ୍ଟିକ ର ଲମ୍ବ ରହିଛି ୧୦୦ ଫୁଟ। ଯାହା ବିଶ୍ୱର ସବୁଠୁ ବଡ଼ ଓ ଲମ୍ବ । ଯେଉଁଥିରେ ରହିଛି ବିଶ୍ୱକପ ରେ ଭାଗନେଉଥିବା ସମସ୍ତ ଦେଶ ର ପତାକା। ଏହାସହ ଶହଶହ ହକି ବଲ ଏହି ବାଲୁକା କଳା ରେ ନିଖୁଣ ଭାବରେ ସଜିତ କରିଛନ୍ତି ବାଲୁକା ଶିଳ୍ପୀ।

ତେବେ ଏହା ଆସନ୍ତାକାଲି ସର୍ବ ସାଧାରଣ ନିମନ୍ତେ ଖୋଲାଯିବ। ଏହି ବାଲୁକା କଳାର ପ୍ରସ୍ତୁତି ପ୍ରକ୍ରିୟା ଶେଷ ପର୍ଯ୍ଯାୟରେ ପହଞ୍ଚିଥିଲା ବେଳେ ଆଜି ସୁଦ୍ଧା ସମସ୍ତ କାର୍ଯ୍ଯ ଶେଷ କରାଯିବ ବୋଲି କହିଛନ୍ତି ସୁଦର୍ଶନ ପଟ୍ଟନାୟକ।

Niharanjan

Recent Posts

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

9 mins ago

ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା ।  ତିନି ଦିନ ଯାଏ କଲବଲ କରିବ ତାତି ।  ଗ୍ରୀଷ୍ମପ୍ରବାହ ନେଇ…

22 mins ago

ମୋଟାପଣ କମ୍ କରିବା ପାଇଁ ଅତ୍ୟନ୍ତ ଲାଭଦାୟକ ଦଲିଆ, ଜାଣନ୍ତୁ କିପରି କରିବେ ପ୍ରସ୍ତୁତ

ଦଲିଆ ଏକ ହେଲ୍ଦି ଏବଂ ଉତ୍କୃଷ୍ଟ ବ୍ରେକଫାଷ୍ଟ ଏବଂ ଡିନର୍ ଅପ୍ସନ । ବିଶେଷକରି, ଯଦି ଆପଣ ଓଜନ ହ୍ରାସ…

24 mins ago

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

25 mins ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

48 mins ago

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

1 hour ago