Below header

ପଖାଳ ଦିବସ ଅବସରରେ ବାଲୁକା କଳା ମଧ୍ଯମରେ ଅଭିନନ୍ଦନ ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ବିଶ୍ୱ ପଖାଳ ଦିବସ । ପଖାଳ ଦିବସରେ ବାଲୁକା କଳାରେ ଅଭିନନ୍ଦନ ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟନାୟକ । ପୁରୀ ବେଳାଭୂମିରେ ବାଲୁକା କଳା କରି ଅଭିନନ୍ଦନ ଜଣାଇଛନ୍ତି ।

 ବାଲିରେ ପଖାଳ, ବଡିଚୂରା ମାଛ ଭଜା ଓ ବିଭିନ୍ନ ପ୍ରକାର ଭଜାର ଅବିକଳ ପ୍ରତିକୃତି ବନାଇଛନ୍ତି ସୁଦର୍ଶନ । ଏହାକୁ ଦେଖିବାକୁ ଲୋକଙ୍କ ଭିଡ ଜମୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.