ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ୨୦ଫୁଟ ଓସାର ଓ ୮ ଫୁଟ ଉଚ୍ଚତାର ବାଲୁକା କଳା

ପୁରୀ(କେନ୍ଯୁଜ୍): ଅର୍ନ୍ତଜାତୀୟ ମହିଳା ଦିବସ ଅବସରରେ ବାଲୁକା କଳା । ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ସୁଦର୍ଶନ ସ୍ୟାଣ୍ଡ ଆର୍ଟ ଇନଷ୍ଟିଚ୍ୟୁଟର ଛାତ୍ରଛାତ୍ରୀ । ମହିଳା ଦିବସ ପାଳନ କରିବା ସହ ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ଏହି ବାଲୁକା କଳା ମାଧ୍ୟମରେ ବାର୍ତ୍ତା ଦିଆଯାଇଛି ।

ପ୍ରାୟ ୨୦ଫୁଟ ଓସାର ଓ ୮ ଫୁଟ ଉଚ୍ଚତାର ଏହି ବାଲୁକା କଳା ନିମାର୍ଣ କରିବାକୁ ପ୍ରାୟ ୮ ଘଣ୍ଟା ସମୟ ଲାଗିଥିଲା । ଏହାକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଭିଡ ଜମିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.