ବିଶ୍ୱ ପରିବେଶ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା

ପୁରୀ(କେନ୍ୟୁଜ୍‌): ବିଶ୍ୱ ପରିବେଶ ଦିବସ ଅବସରରେ ବାଲୁକାକଳା। ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏହି ବାଲୁକାକଳା ନିର୍ମାଣ କରି ପରିବେଶ ଦିବସ ସମ୍ପର୍କରେ ଜନ ସଚେତନତା ସୃଷ୍ଟି କରିବାପାଇଁ ଉଦ୍ୟମ କରିଛନ୍ତି। ପରିବେଶର ସଂରକ୍ଷଣ ଓ ଏହାର ଉନ୍ନତି ପାଇଁ ସମସ୍ତେ କାମ କରିବା ଉଚିତ ବୋଲି ସେ ବାର୍ତ୍ତା ଦେଇଛନ୍ତି ।