Below header

ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କୋଭିଡ ପଜିଟିଭ୍‌

ଭୁବନେଶ୍ବର(କେନ୍ଯୁଜ୍): ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କୋଭିଡ ପଜିଟିଭ୍‌ । ପ୍ରଥମେ ହୋମ୍‌ ଆଇସୋଲେସନରେ ଥିଲେ। ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଟ୍ଵିଟ୍‌ କରି ସୂଚନା ଦେଲେ ସୁଦର୍ଶନ ପଟ୍ଟନାୟକ।

cm

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.