ଢେଙ୍କାନାଳ ( କେନ୍ୟୁଜ): ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ୍, ଜଣେ ମୃତ । ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ସନ୍ଥପୁର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ବେପରୁଆ ଗାଡି ଚଳା ଯୋଗୁ ଦୁର୍ଘଟଣା ହୋଇଛି ବୋଲି କୁହାଯାଉଛି । ଫଳରେ ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତକ ହେଲେ ଶୁଭକାନ୍ତ ବେହେରା । ଅଷ୍ଟମ ଶ୍ରେଣୀ ଛାତ୍ର ହୋଇଥିବା ବେଳେ ଘର ସନ୍ତପୁର ଗାଁରେ ।
ସୂଚନା ଅନୁସାରେ ଶୁଭକାନ୍ତ ଆଜି ଘରୁ ନାଳକୁ ସାଇକେଲ ନେଇ ଗାଧୋଇବା ପାଇଁ ଆସିଥିଲେ। ସନ୍ତପୁର ଡଉଁରି ନାଳ ବ୍ରିଜ୍ ଉପରେ ବାଲି ବୋଝରେ ଟ୍ରକ ଚଢ଼ିଯାଇ ନାଳ ତଳକୁ ଖସି ପଡ଼ିଥିଲା । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଜେସିବି ଲଗାଇ ଉଦ୍ଧାର କାର୍ଯ୍ୟ ଜାରି ରଖିଛି।
ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…
କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…
ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…
ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ଅସହ୍ୟ…
ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…