ରାଜ୍ୟ

ଲୋୟର ପିଏମଜିରେ ଆଧ୍ୟାତ୍ମିକ ପରିବେଶ, ୫ ଦଫା ଦାବି ନେଇ ସଂକୀର୍ତ୍ତନ କଳାକାରଙ୍କ ଆନ୍ଦୋଳନ

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବର ଲୋୟର ପିଏମଜିରେ ଆଧ୍ୟାତ୍ମିକ ପରିବେଶ । ନାମ ସଂକୀର୍ତ୍ତନରେ ଫାଟି ପଡୁଛି ପୂରା ପରିବେଶ । ରାଜ୍ୟର ବିଭିନ୍ନ ସ୍ଥାନରୁ ୧୫ ହଜାରରୁ ଅଧିକ ସଂକୀର୍ତ୍ତନ କଳାକାର ଏକଜୁଟ ହୋଇ ଧାରଣା ଦେଇଛନ୍ତି ।

୫ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ଜଗନ୍ନାଥ ନାମ ସଂକୀର୍ତ୍ତନ ଓ ଲୋକକଳା ପରିଷଦ । ସଂକୀର୍ତ୍ତନ କଳାକାରଙ୍କୁ କଳାକାର ମାନ୍ୟତା, ସବୁ ବୟସର ସଂକୀର୍ତ୍ତନ କଳାକାରଙ୍କୁ କଳାକାର ଭତ୍ତା ପ୍ରଦାନ, ସଂକୀର୍ତ୍ତନ କଳାକାର ପରିବାରର ସବୁ ପିଲାଙ୍କୁ ମାଗଣାରେ ପ୍ରାଥମିକ ଶିକ୍ଷା ଠାରୁ ଉଚ୍ଚଶିକ୍ଷା ଓ ବୈଷୟିକ ଶିକ୍ଷା ପ୍ରଦାନ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ପାଇଁ ସଂଘ ଦାବି ରଖିଛି ।

Barsha

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

8 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

17 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

51 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

59 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago