ରାଜ୍ୟ

ଆଜି ସରସ୍ବତୀ ପୂଜା : ଶିକ୍ଷାନୁଷ୍ଠାନରେ ଚାଲିଛି ମା’ ବାଗଦେବୀଙ୍କ ପୂଜା

ଭୁବନେଶ୍ୱର (କେନ୍ୟୁଜ): ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ଙ୍କ ଆଗମନ ପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନ ଚଳଚଞ୍ଚଳ। ସଜେଇ ହୋଇଛି ସ୍କୁଲ ଓ କଲେଜ। ମନ୍ତ୍ର ଓ ଧ୍ବନୀରେ ପ୍ରକମ୍ପିତ ହେଉଛି ପରିବେଶ। କୁନି କୁନି ପିଲାମାନେ ନିଜେ ସରସ୍ବତୀ ବନ୍ଦନା ପାଠ କରି ମାଆଙ୍କ ଆବାହନ କରୁଛନ୍ତି। ସରସ୍ୱତୀ ପୂଜାକୁ ନେଇ ସବୁଠି ଉତ୍ସାହ ଦେଖିବାକୁ ମିଳିଛି। ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ । ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ ।

Barsha

Recent Posts

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

12 seconds ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

10 mins ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

40 mins ago

ଛେପ ପକାଇ ମୁହଁ ମସାଜ୍‌ କରୁଥିଲେ ସେଲୁନ୍‌ କର୍ମଚାରୀ, ସିସିଟିଭିରେ ଭିଡିଓ କଏଦ୍‌

ଆଜିକାଲି ପାର୍ଲର ଯିବା ଏକ ପ୍ରକାର ଫେସନ୍‌ ହୋଇଗଲାଣି । ଅଧିକାଂଶ ଯୁବପିଢ଼ି ପାର୍ଲର ଯିବାକୁ ପସନ୍ଦ କରିଥାଆନ୍ତି ।…

1 hour ago

ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ପର୍ଯ୍ୟଟକ, ଲାଇଫଗାର୍ଡଙ୍କ ଦ୍ୱାରା ଉଦ୍ଧାର

ଗୋପ : ଶେଷ  ରଜରେ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସମେତ ଚନ୍ଦ୍ରଭଗା ଓ ରାମଚଣ୍ଡୀ ପୀଠରେ ନାହିଁ ନଥିବା ଭିଡ଼…

1 hour ago

‘ଇଭିଏମ୍‌ କୌଣସି OTPରୁ ଖୋଲେ ନାହିଁ, ଏହା ଡିଭାଇସ୍‌ ସହ ସଂଯୁକ୍ତ ନୁହେଁ’, ହ୍ୟାକିଂ ଅଭିଯୋଗକୁ ଖଣ୍ଡନ କଲେ EC

ଇଭିଏମ୍ ଅନ୍‌ଲକ କରିବା ପାଇଁ କୌଣସି ଓଟିପିର ଆବଶ୍ୟକ ହୁଏନାହିଁ । ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀରେ ଏହି…

2 hours ago