ରାଜ୍ୟ

ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇପିଏସ ଅଫିସର ସତ୍ୟଜିତ ମହାନ୍ତି

ଭୁବନେଶ୍ବର: ୧୯୮୮ ବ୍ୟାଚର ବରିଷ୍ଠ ଆଇପିଏସ ଅଫିସର ସତ୍ୟଜିତ ମହାନ୍ତି ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତକାଲି ଫାୟାର ଡ଼ିଜି ପଦବୀରୁ ସେ ଅବସର ନେଇଥିଲେ । ଆସନ୍ତା ଅଗଷ୍ଟ ମାସରେ ସେ ଅବସର ଗ୍ରହଣ କରିଥାନ୍ତେ । ରାଜ୍ୟ ସରକାର ତାଙ୍କୁ ଓପିଏସସି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେବା ପରେ ସେ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି ।

ଓଡ଼ିଶା ପୋଲିସର କମିଶନର, ଗୁଇନ୍ଦା ନିର୍ଦ୍ଦେଶକ, ଫାୟାର ଡ଼ିଜି ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ସଫଳତାର ସହ ଦାୟିତ୍ୱ ନିର୍ବାହ କରିଥିଲେ ଆଇପିଏସ ସତ୍ୟଜିତ ମହାନ୍ତି । ଓଡ଼ିଶା ସରକାରଙ୍କ ବିଭିନ୍ନ ପଦ ପଦବୀର ଚୟନ କରୁଥିବା ଓପିଏସସିର ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ସେ ଅଢେଇ ବର୍ଷ ପର୍ପ୍ୟନ୍ତ କାର୍ଯ୍ୟ ସମ୍ପାଦନ କରିବେ।

Sonalisa

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago