ରାଜ୍ୟସଭା ସଦସ୍ୟ ପଦରୁ ସୌମ୍ୟରଞ୍ଜନଙ୍କ ଇସ୍ତଫାପତ୍ର ଗୃହୀତ

ଭୁବନେଶ୍ବର(କେନ୍ୟୁଜ୍) : ରାଜ୍ୟସଭା ସଦସ୍ୟ ପଦରୁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ଗୃହୀତ। ତାଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ। ଗତକାଲି ତାଙ୍କର ଇସ୍ତଫା ଗୃହୀତ ହୋଇଥିଲା। ପୂର୍ବରୁ କନ୍ଧମାଳ ଲୋକସଭା ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ମଧ୍ୟ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେହିପରି ଆଳି ବିଧାନସଭା ଆସନରୁ ପ୍ରତାପ ଦେବ ବିଜୟୀ ହୋଇଥିବାରୁ ସେ ବି ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.