ରାଜ୍ୟ

ଅନୁଭବ-ବର୍ଷା ବିବାଦ ମାମଲା କଟକ ଫ୍ୟାମିଲି କୋର୍ଟରେ ହେବ ଶୁଣାଣି, ସୁପ୍ରିମକୋର୍ଟ ଦେଲେ ନିର୍ଦ୍ଦେଶ

କଟକ(କେନ୍ୟୁଜ):  ଅନୁଭବ-ବର୍ଷା ବିବାଦ ମାମଲାରେ କଟକ ଫ୍ୟାମିଲି କୋର୍ଟରେ ହେବ ଶୁଣାଣି। କଟକ ଫ୍ୟାମିଲି କୋର୍ଟରେ ଶୁଣାଣି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଦିଲ୍ଲୀର ପଟିଆଲା ହାଉସକୋର୍ଟରେ ଅନୁଭବ ମହାନ୍ତି ଦାୟର କରିଥିବା ବିବାହ ବିଚ୍ଛେଦ ମାମଲା କଟକକୁ ସ୍ଥାନାନ୍ତର ହୋଇଛି। ମାମଲାକୁ କଟକ ଟ୍ରାନ୍‌ସଫର ପାଇଁ ସୁପ୍ରିମ କୋର୍ଟରେ ବର୍ଷା ଆବେଦନ କରିଥିଲେ। ଦିଲ୍ଲୀ ଯାଇ ମାମଲା ପରିଚାଳନା କରିବା ଅସମ୍ଭବ ବୋଲି ଆବେଦନରେ ଦର୍ଶାଇଥିଲେ। ସେପଟେ ମାମଲାର ଶୀଘ୍ର ବିଚାର ପାଇଁ ଅନୁଭବ ମଧ୍ୟ ସୁପ୍ରିମ କୋର୍ଟରେ ଆବେଦନ କରିଥିଲେ।

ଷ୍ଟାର ଦମ୍ପତ୍ତି ପରସ୍ପର ବିରୋଧରେ ୫ଟି ମାମଲା ଦାୟର କରିଛନ୍ତି। ପ୍ରଥମ ମାମଲା ଅନୁଭବ ବର୍ଷାଙ୍କୁ ଛାଡ଼ପତ୍ର ଦେବା ନେଇ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଦାୟର କରିଥିଲେ। ଏହାର କିଛି ଦିନ ପରେ ବର୍ଷା ଅନୁଭବ ବିରୋଧରେ ଘରୋଇ ହିଂସା ଓ ଭରଣ ପୋଷଣ ନେଇ ୨ଟି ମାମଲା କଟକ ଝଊଔଗ ଙ୍କ କୋର୍ଟ ରେ ଦାୟର କରିଥିଲେ। ଏହାସହ ଅନୁଭବଙ୍କ ସହିତ ବିବାହ ବନ୍ଧନରେ ରହିବାକୁ ଚାହୁଁ ଥିବା ଦର୍ଶାଇ କଟକ ପରିବାର ଅଦାଲତରେ ମଧ୍ୟ ଏକ ମାମଲା ରୁଜୁ କରିଥିଲେ ବର୍ଷା। କେବଳ ଏତିକି ନୁହଁ, ଅନୁଭବଙ୍କ ଛାଡ଼ ପତ୍ର ମାମଲାକୁ ଦିଲ୍ଲୀରୁ କଟକ ସ୍ଥାନାନ୍ତର କରିବା ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।.

KNews Bureau

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

11 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

13 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

48 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

60 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago