ରାଜ୍ୟ

ସ୍କୁଲ ବହି ବିକ୍ରି କରିବା ଘଟଣା: ଭିଡିଓ ଭାଇରାଲ ପରେ କାର୍ଯ୍ୟରୁ ନିଲମ୍ବିତ ହେଲେ ସିଆରସିସି

ବେଗୁନିଆ (କେନ୍ୟୁଜ): ସ୍କୁଲ ବହି ବିକ୍ରି କରିବା ସିଆରସିସିଙ୍କ ପାଇଁ ମହଙ୍ଗା ପଡ଼ିଲା । କାର୍ଯ୍ୟରୁ ନିଲମ୍ବିତ ହେଲେ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ କ୍ଲଷ୍ଟର ସିଆରସିସି ମନମୋହନ ମିଶ୍ର । ତାଙ୍କୁ ସସପେଣ୍ଡ କରିଛନ୍ତି ବ୍ଲକ ଶିକ୍ଷା ଅଧିକାରୀ । ସ୍କୁଲ ବହି ବିକ୍ରି କରିବା ବେଳେ ସିଆରସିସି ମନମୋହନ ମିଶ୍ରଙ୍କୁ ଧରିଥିଲେ ଗାଁ ଲୋକ । ଧରାପଡିବାରୁ ସେ କାନ ଧରି ବସ୍‌ଉଠ ହୋଇଥିଲେ ଦେଉଳି ସ୍ଥିତ ସତମାର୍ଗ ଇଂରାଜୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଛାତ୍ରଛାତ୍ରୀଙ୍କ ପାଇଁ ବହି ଆସିଥିଲା । ହେଲେ ସିଆରସିସି ଏକ କବାଡି ବାଲାକୁ ସମସ୍ତ ବହି ବିକ୍ରି କରୁଥିବା ବେଳେ ଗ୍ରାମବାସୀ ଓ ବ୍ଲକ ଉପାଧ୍ୟକ୍ଷ ପହଂଚି ଅଟକ ରଖିଥିଲେ । ଗ୍ରାମବାସୀଙ୍କ ହାତରେ ଧରାପଡିବାରୁ ଭୁଲ ମାଗି କାନଧରି ବସଉଠ ହୋଇଥିଲେ ସିଆରସିସି । ଏହି ଭିଡିଓ ଭାଇରାଲ ହୋଇଥିଲା ।

 

Barsha

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

20 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

35 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

50 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago