ଚୌଦ୍ୱାର ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ସ୍କୁଲ ବସ୍, ଅଳ୍ପକେ ବର୍ତ୍ତିଲେ ୫ ଛାତ୍ରୀ

କଟକ(କେନ୍ୟୁଜ): ଓଲଟିଲା ସ୍କୁଲ ବସ୍ ଅଳ୍ପକେ ବର୍ତ୍ତିଲେ ଛାତ୍ରୀ ।  ଚୌଦ୍ୱାର ନିକଟରେ  ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଏକ ଘରୋଇ ସ୍କୁଲ ବସ୍। ପିଲାଙ୍କୁ ଆଣିବାକୁ ଯାଉଥିବା ସମୟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୫ ଛାତ୍ରୀ। ମଣ୍ଡାପଡ଼ା ରାସ୍ତା ପୋଟଳେଇ ନିକଟରେ ଏହି ସ୍କୁଲ୍ ବସଟି ଓଲଟି ଥିବା ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.