Below header

ଭିଜିଲାନ୍ସ ଜାଲରେ ଶିକ୍ଷାଦାତ୍ରୀ, ଦୁଇ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରଧାନ ଶିକ୍ଷୟିତ୍ରୀ

କଟକ (କେନ୍ୟୁଜ୍) : ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷୟିତ୍ରୀ। ଦୁଇ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ । କଟକ ଜିଲ୍ଲା ତୁଳସୀପୁର ରଙ୍ଗଣିସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ରଶ୍ମିପ୍ରଭା ଶତପଥୀଙ୍କୁ ଗିରଫ କରିଛି । ୪ ଜଣଙ୍କ ପିଲାଙ୍କ ପାଇଁ ଏଲ୍‌ଆଇସି ଫର୍ମର ଦସ୍ତଖତ କରିବାକୁ ଉଦୟ ନାଥ ପ୍ରଧାନଙ୍କଠାରୁ, ଦୁଇ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରା ପଡିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.