ରାଜ୍ୟ

ସମ୍ୱଲପୁରରେ ଦୁଇ ଦିନ ବଢ଼ିଲା ସ୍କୁଲ୍‌ ଛୁଟି ଅବଧି, ଘୋଷଣା କଲେ ଜିଲ୍ଲାପାଳ

ସମ୍ୱଲପୁର (କେନ୍ୟୁଜ): ସମ୍ୱଲପୁରରେ ଆଉ ଦୁଇ ଦିନ ବଢ଼ିଲା ସ୍କୁଲ୍‌ ଛୁଟି ଅବଧି। ଆସନ୍ତା ସୋମବାର, ମଙ୍ଗଳବାର ବନ୍ଦ ରହିବ ସ୍କୁଲ୍‌। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏନେଇ ଘୋଷଣା କରିଛନ୍ତି। ରାଜ୍ୟରେ ଖରାର ପ୍ରକୋପ ଜାରି ରହିଥିବା ବେଳେ ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁର ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର।

ସେହିପରି ଆସନ୍ତାକାଲିଠାରୁ ପୁଣି ସକାଳୁଆ ସ୍କୁଲ। ସକାଳ ୭ଟାରୁ ସାଢ଼େ ୧୧ ବଦଳରେ ସାଢ଼େ ୬ରୁ ୧୧ଟା ଯାଏଁ କ୍ଲାସ ଚାଲିବ। ଗ୍ରୀଷ୍ମ ପ୍ରବାହ ସ୍ଥିତି ଦେଖି ଜିଲ୍ଲାପାଳମାନେ ଚାହିଁଲେ କ୍ଲାସ୍ ଟାଇମିଂରେ ପରିବର୍ତ୍ତନ କରିପାରିବେ। ଗତକାଲି ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିଲା । କାଲିଠୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବ । ସ୍କୁଲରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଏପ୍ରିଲ ୧୨ରୁ ୧୬ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିଥିଲା ।

Barsha

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

15 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

31 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

44 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

53 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

56 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago