ଆଜିଠୁ ତିନି ଦିନ ସ୍କୁଲ ଛୁଟି, ଖରାକୁ ଦୃଷ୍ଟିରେ ରଖି ଘୋଷଣା

ଆଜିଠୁ ତିନି ଦିନ ସ୍କୁଲ ଛୁଟି। ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ୨୦ ତାରିଖ ଯାଏ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖାଯାଇଛି।

ଭୁବନେଶ୍ୱର : ଆଜିଠୁ ତିନି ଦିନ ସ୍କୁଲ ଛୁଟି। ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ୨୦ ତାରିଖ ଯାଏ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖାଯାଇଛି। ରାଜ୍ୟରେ ଗ୍ରୀଷ୍ମପ୍ରବାହ, ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଗତ କିଛି ଦିନ ଧରି ରାଜ୍ୟରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହୁଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.