ରାଜ୍ୟ

ଟ୍ରକ ତଳେ ପଶିଗଲା ସ୍କର୍ପିଓ: ଜଣେ ମୃତ,୪ ଗୁରୁତର

ଭଦ୍ରକ (କେନ୍ୟୁଜ): ସକାଳୁ ସକାଳୁ ଭଦ୍ରକ ଜିଲ୍ଲାରେ ଦୁଇଟି ଦୁର୍ଘଟଣା । ୧୬ ନମ୍ବର ଜାତୀୟ ରାଜପଥ ଛତାବର ନିକଟରେ ଠିଆ ହୋଇଥିବା ବେଳେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସ୍କର୍ପିଓ ଗାଡିଟି ଟ୍ରକ ତଳେ ପଶିଯାଇଥିଲା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ଭଣ୍ଡାରିପୋଖରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସେହିପରି ଭଦ୍ରକ ୧୬ନଂ ଜାତୀୟ ରାଜପଥ ତ୍ରିଶଳପୁର ଛକ ନିକଟରେ କୁକୁଡ଼ା ଚିଆଁ ଟ୍ରକ ଦୁର୍ଘଟଣା। ଫଳରେ ଟ୍ରକରେ ଥିବା ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଆଜି ଭୋରରୁ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ତ୍ରୀଶଳପୁର ଛକ ନିକଟରେ ଦୁର୍ଘଟଣା ଘଟିଛି ।

 

Barsha

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

6 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

13 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

29 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

34 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

48 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago