ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେଲା ସ୍କର୍ପିଓ, ୪ ଆହତ

ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । କୋରାପୁଟ ଜିଲ୍ଲା ସୁନାବେଡା ୨୬ ନଂ ଜାତୀୟ ରାଜପଥରେ ଘଟିଛି ଏଭଳି ଦୁର୍ଘଟଣା ।

କୋରାପୁଟ (କେନ୍ୟୁଜ): ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । କୋରାପୁଟ ଜିଲ୍ଲା ସୁନାବେଡା ୨୬ ନଂ ଜାତୀୟ ରାଜପଥରେ ଘଟିଛି ଏଭଳି ଦୁର୍ଘଟଣା । ଆହତ ମାନଙ୍କ ଘର ନବରଙ୍ଗପୁର ବୋଲି ଜଣାପଡିଛି । ବିଶାଖାପାଟଣାରୁ ନବରଙ୍ଗପୁର କୁ ଫେରୁଥୁବା ବେଳେ ଏପରି ହୋଇଛି । ଘଟଣା ସ୍ଥଳରେ କୋରାପୁଟ ଟାଉନ ଥାନା ପୋଲିସ ପହଞ୍ଚି ଦୁର୍ଘଟନା ଗ୍ରସ୍ତ ଗାଡିକୁ ରାସ୍ତାରୁ ହଟାଇ ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.