Below header

ସୁନ୍ଦରଗଡରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍: ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ

ସୁନ୍ଦରଗଡରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ । ଏପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଂଚିଛି। ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବାବେଳେ ୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସୁନ୍ଦରଗଡ(କେନ୍ୟୁଜ୍‌): ସୁନ୍ଦରଗଡରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ । ଏପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଂଚିଛି। ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବାବେଳେ ୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ସମସ୍ତ ରୋଗୀ ସୁସ୍ଥ ଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଲୋକମାନଙ୍କୁ ସଚେତନ କରାଯିବା ସହ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଓୌଷଧ, ଟେଷ୍ଟିଙ୍ଗ ବ୍ୟବସ୍ଥା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.