ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାଟର ଭିତରୁ ମିଳିଲା ମୃତଦେହ

କ୍ବାର୍ଟର୍ସରୁ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ରେ କ୍ବାର୍ଟର୍ସ ଭିତରୁ SDOଙ୍କ ମୃତଦେହ ଉଦ୍ଧାର । ଜଳସମ୍ପଦ ବିଭାଗର SDOଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ SDO ଜଣଙ୍କ ହେଲେ ରଂଜିତ କୁମାର କର୍ଜି । ସେ ରାୟଗଡା ଜିଲ୍ଲା ପାରଳାଖେମୁଣ୍ଡିର ବାସିନ୍ଦା ବୋଲି ଜଣାପଡିଛି ।

କଳାହାଣ୍ଡି (କେନ୍ୟୁଜ): କ୍ବାର୍ଟର୍ସରୁ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ରେ କ୍ବାର୍ଟର୍ସ ଭିତରୁ SDOଙ୍କ ମୃତଦେହ ଉଦ୍ଧାର । ଜଳସମ୍ପଦ ବିଭାଗର SDOଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ SDO ଜଣଙ୍କ ହେଲେ ରଂଜିତ କୁମାର କର୍ଜି । ସେ ରାୟଗଡା ଜିଲ୍ଲା ପାରଳାଖେମୁଣ୍ଡିର ବାସିନ୍ଦା ବୋଲି ଜଣାପଡିଛି ।

ତେବେ ତାଙ୍କ ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରି ନାହିଁ । ଘଟଣାସ୍ଥଳରେ ଜୟପାଟଣ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । କାହିଁକି ଓ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଛି ଏହାର ତଦନ୍ତ ଜାରି ରଖିଛି ପୋଲିସ ।

 

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.