ରାଜ୍ୟ

ଆଜିଠୁ ପାରାଦୀପ ସମୁଦ୍ର ଉପକୂଳରେ ଆରମ୍ଭ ହେଲା ୨ ଦିନିଆ ସମରାଭ୍ଯାସ ‘ସି-ଭିଜିଲ୍’

ପାରାଦୀପ(କେନ୍ୟୁଜ): ଆଜିଠୁ ପାରାଦୀପ ସମୁଦ୍ର ଉପକୂଳରେ ଆରମ୍ଭ ହେଲା ଦୁଇଦିନିଆ ସମରାଭ୍ଯାସ ‘ସି-ଭିଜିଲ୍’। ଆତଙ୍କବାଦୀଙ୍କୁ ପ୍ରତିହତ କରିବାପାଇଁ କରାଯାଉଛି ସମରାଭ୍ୟାସ । ନାଭଲ , କୋଷ୍ଟ ଗାର୍ଡ , ପୋଲିସ , ବନ ବିଭାଗ , ମତ୍ସ୍ୟ ବିଭାଗ , ଓଡ୍ରାଫ , ଓ ଗୁଇନ୍ଦା ବିଭାଗ ଇତ୍ୟାଦି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ୧୩ରୁ ଅଧିକ ସଂସ୍ଥା ଏହି ଅଭ୍ୟାସରେ ସାମିଲ ହେବେ।

ଓଡିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଏବଂ ମହାରାଷ୍ଟ୍ର ଆଦି ୪ଟି ରାଜ୍ୟ ମିଳିତ ଭାବେ ଏହି ସମରାଭ୍ୟାସ କରିବେ।  ରେଡ୍ ଓ ବ୍ଲୁ ଟିମ୍  ନାମକ ଦୁଇଟି ଭାଗରେ ବିଭକ୍ତ ହୋଇ ଏହି ସମରାଭ୍ୟାସ କରାଯିବ ।

ମାଛଧରା ବନ୍ଦର, ମହାନଦୀ ମୁହାଣ, ଏକ୍ସକ୍ଲ୍ୟୁସିଭ ଇକୋନୋମିକ୍ ଜୋନ, ବସ୍ତି, ରାଡାର ଷ୍ଟେସନ, ବତୀଘର, ସିନେମା ହଲ୍, ଟ୍ରେଡ୍ ସେଣ୍ଟର, ବସଷ୍ଟାଣ୍ଡ, ବନ୍ଦର ଫାଟକ, ପ୍ରଶାସନିକ ଭବନ, ଶିଳ୍ପ କାରଖାନା ଫାଟକ ଆଦି ସ୍ଥାନକୁ ରେଡ୍ ଟିମ୍ ଟାର୍ଗେଟ କରିବାର ସମ୍ଭାବନା ରହିଛି। ତେଣୁ ବ୍ଲୁ ଟିମ୍ ଏସବୁ ସ୍ଥାନରେ ଆକ୍ସନକୁ ଓହ୍ଲାଇବ ।

Sonalisa

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

17 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

23 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago