ରାଜ୍ୟ

କଟକ ସହରରେ ବଦଳୁଛି ପର୍ଯ୍ୟଟନର ଚିତ୍ର: ଆଜି ଉଦଘାଟିତ ହେବ ମହାନଦୀରେ ଦ୍ଵିତୀୟ ଭାସମାନ ରେଷ୍ଟୁରାଣ୍ଟ

କଟକ(କେନ୍ୟୁଜ୍): କଟକ ସହରରେ ବଦଳୁଛି ପର୍ଯ୍ୟଟନର ଚିତ୍ର। ଆଜି ଉଦଘାଟିତ ହେବ ମହାନଦୀରେ ଦ୍ଵିତୀୟ ଭାସମାନ ରେଷ୍ଟୁରାଣ୍ଟ। ସିଲଭର ସିଟ ବୋଟ କ୍ଲବ୍ ଅଧୀନରେ ଓ.ଟି.ଡି.ସି ସହଯୋଗରେ ଚାଲିବ ଏହି ରେଷ୍ଟୁରାଣ୍ଟ। ଏଥିରେ ୩୦ ଜଣ ବସିବା ପାଇଁ ବ୍ୟବସ୍ଥା ରହିଛି। ମାତା ମଠ ମହାନଦୀ ପଠାରେ ଚାଲିଛି ସିଲଭର ସିଟି ବୋଟ କ୍ଲବ୍। ପୂର୍ବରୁ ଏକ ୮ ଟି ସିଟ ବିଶିଷ୍ଟ ଭସମାନ ରେଷ୍ଟୁରାଣ୍ଟ ରହିଛି।

ନଜର ପକାନ୍ତୁ ଏହି ରେଟ୍ ଚାର୍ଟ ଉପରେ ଏହି ଭାସମାନ ରେଷ୍ଟୁରାଣ୍ଟକୁ ଆସିବାକୁ ହେଲେ ଆପଣଙ୍କୁ କେତେ ଟଙ୍କା ଦେବାକୁ ପଡିବ:

 

 

Sonalisa

Recent Posts

ବିବାହ ପାଇଁ ସୁନା କିଣିବାକୁ ଯୋଜନା କରିଛନ୍ତି କି ? ପ୍ରଥମେ ଜାଣନ୍ତୁ ଦାମ

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

12 mins ago

ଅଧାରେ ଅଟକିଗଲା ମୌସୁମୀ: ଆହୁରି ୪ ଦିନ ତାତି, ଏ ବର୍ଷ ସିଝିବ ରଜ ପର୍ବ

ଭୁବନେଶ୍ୱର (କେନ୍ୟୁଜ): ସରୁନି ଗ୍ରୀଷ୍ମ ପ୍ରବାହର କଷ୍ଟ । ଆହୁରି ୪ ଦିନ ତତାଇବ । ଏମିତି ଆକଳନ କରିଛି…

15 mins ago

ଜମିଜମା ବିବାଦ: ଦେଢ଼ଶୂର ଶାବଳ ମାଡ଼ରେ ଭାଇବୋହୂର ମୃତ୍ୟୁ

ବାସୁଦେବପୁର (କେନ୍ୟୁଜ): ଦେଢ଼ଶୂର ଶାବଳ ମାଡ଼ରେ ଭାଇବୋହୂର ମୃତ୍ୟୁ । ଭଦ୍ରକ ଜିଲ୍ଲା ବାସୁଦେବପୁର ପୌରପାଳିକା ସ୍ଥିତ ୭ ନମ୍ୱର…

34 mins ago

ଶୋଭାଯାତ୍ରାରେ ଦୁଲୁକିଲା ସମ୍ବଲପୁର ଓ ଏକାମ୍ର କ୍ଷେତ୍ର, ଶେଷ ହେଲା ଶିବ-ପାର୍ବତୀଙ୍କ ବାହାଘର

ଭୁବନେଶ୍ୱର / ସମ୍ବଲପୁର (କେନ୍ୟୁଜ): ଆନନ୍ଦ ଉଲ୍ଲାସର ସହ ଶେଷ ହେଲା ଶିବ ପାର୍ବତୀଙ୍କ ଶୁଭ ପରିଣୟ । ମଧ୍ୟରାତ୍ରୀର…

52 mins ago

ନୂଆ ମୁଖ୍ୟମନ୍ତ୍ରୀ ବାଛିବ ବିଜେପି, ଆଜି ଘୋଷଣା ହେବ ନାଁ

ଭୁବନେଶ୍ୱର (କେନ୍ୟୁଜ): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିବ । ଆଜି ମୁଖ୍ୟମନ୍ତ୍ରୀ ବାଛିବ ବିଜେପି । ଘୋଷଣା ହେବ ଓଡ଼ିଶାର…

1 hour ago

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

8 hours ago