ରାଜ୍ୟ

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ, ୬୨ଲକ୍ଷ ୧୦ହଜାର ଭୋଟର ସାବ୍ୟସ୍ତ କରିବେ ନିଜ ମତ

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୬୮ଟି ବ୍ଲକରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍‌ ଲାଗି ନିର୍ବାଚନ ହେବ। ମୋଟ ୧୫ଶହ ୧୪ପଞ୍ଚାୟତରେ ୨୦ହଜାର ୪୩୬ ବୁଥ୍‌ରେ ଭୋଟ ଗ୍ରହଣ କରାଯିବ।

ଦ୍ୱିତୀୟ ପର୍ଯ୍ୟାୟରେ ୬୨ଲକ୍ଷ ୧୦ହଜାର ଭୋଟର ନିଜ ମତ ସାବ୍ୟସ୍ତ କରିବେ। ସେଥିପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଓ ଜିଲ୍ଲା ସ୍ତରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦ୍ୱିତୀୟ ନିର୍ବାଚନ ଲାଗି ଗତକାଲି ବୁଥ୍‌କୁ ଯାଇଛନ୍ତି ପୋଲିଂ ପାର୍ଟି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ପାଇଁ ଗତକାଲି ସନ୍ଧ୍ୟାରେ ଶେଷ ହୋଇଛି ପ୍ରଚାର। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରାୟ ୭୦ପ୍ରତିଶତ ମତଦାନ ହୋଇଛି।

Sonalisa

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

30 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

33 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

51 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

54 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

1 hour ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago