ପୁରୀ ଜିଲ୍ଲାରେ ଲାଗୁ ହେଲା ପୋଲିସ ଆଇନର ୩୦ ଧାରା

ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି । ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କରାଯାଇ ପାରିବ ନାହିଁ ।

ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି । ଏହା ଚଳିତ ମାସ ୩ ତାରିଖ ଠାରୁ ମଇ ୫ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ ।  ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କରାଯାଇ ପାରିବ ନାହିଁ ବୋଲି ଏସ ପି ପିନାକ ମିଶ୍ର ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.