ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି । ଏହା ଚଳିତ ମାସ ୩ ତାରିଖ ଠାରୁ ମଇ ୫ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ । ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କରାଯାଇ ପାରିବ ନାହିଁ ବୋଲି ଏସ ପି ପିନାକ ମିଶ୍ର ସୂଚନା ଦେଇଛନ୍ତି ।
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…