Below header

ଲାଞ୍ଚ ନେଇ ଗିରଫ ହେଲେ କ୍ଷୁଦ୍ର ଜଳ ସେଚନ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସେକ୍ସନ ଅଫିସର

ଗିରଫ ହେଲେ ଭୁବନେଶ୍ୱର କ୍ଷୁଦ୍ର ଜଳ ସେଚନ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସେକ୍ସନ ଅଫିସର ଶୁଭକାନ୍ତ ସ୍ୱାଇଁ । ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ । ଜଣେ କଣ୍ଟ୍ରାକ୍ଟରଙ୍କ ଲାଇସେନ୍ସ ଇସ୍ୟୁ ପାଇଁ 8000 ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ ।

ଭୁବନେଶ୍ୱର : ଗିରଫ ହେଲେ ଭୁବନେଶ୍ୱର କ୍ଷୁଦ୍ର ଜଳ ସେଚନ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସେକ୍ସନ ଅଫିସର ଶୁଭକାନ୍ତ ସ୍ୱାଇଁ । ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ । ଜଣେ କଣ୍ଟ୍ରାକ୍ଟରଙ୍କ ଲାଇସେନ୍ସ ଇସ୍ୟୁ ପାଇଁ 8000 ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ ।

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତିନୋଟି ସ୍ଥାନ ବଡଗଡ଼, ଝରଣା ସାହି ଏବଂ ଅଫିସ ରୁମରେ ରେଡ କରିଥିଲା ଭିଜିଲାନ୍ସ । ରେଡ ବେଳେ ଅଫିସ ଡ୍ରରୁ 14 ହଜାର 990 ଏବଂ ତାଙ୍କ ନିକଟରୁ 5 ହଜାର 500 ଟଙ୍କା ଜବତ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.