Categories: ରାଜ୍ୟ

ଅନ୍ତର୍ଜାତୀୟ ବନ୍ଦରର ମାନ୍ୟତା ପାଇବା ପରେ ପାରାଦୀପ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ପାରାଦୀପ(କେନ୍ୟୁଜ୍): ପାରାଦୀପ ବନ୍ଦର ଅନ୍ତର୍ଜାତୀୟ ବନ୍ଦରର ମାନ୍ୟତା ପାଇବା ପରେ ପ୍ରତି ଦିନ ବିଦେଶରୁ ମାଲବାହୀ ଜାହାଜ ଏଠାକୁ ଯାତାୟତ କରୁଛି । ସୁରକ୍ଷା ଦୃଷ୍ଟିରୁ ପାରାଦୀପ ଆଦର୍ଶ ଥାନା ସମେତ ୨ଟି ମେରାଇନ୍‌ ଥାନା କାମ କରୁଛି । ସମୁଦ୍ରପଥର ସୁରକ୍ଷା ପାଇଁ ବୋର୍ଟ, ଗାଡ଼ି ଓ ଷ୍ଟାଫ୍‌ ଯୋଗାଇ ଦିଆଯାଇଛି । ସମୁଦ୍ର ପଥକୁ ତଟରକ୍ଷାବାହିନୀ ସତର୍କ ଦୃଷ୍ଟି ଦେଇଥିବା ବେଳେ ଆତଙ୍କବାଦୀ ଓ ଅନୁପ୍ରବେଶକାରୀଙ୍କ ଉପରେ ତୀକ୍ଷ୍ମ ଦୃଷ୍ଟି ରଖାଯାଇଛି । ସେହିପରି ବନ୍ଦରର ବିଭିନ୍ନ ଗେଟ୍‌ରେ ସିଆଇଏସଏଫ୍‌ ଯବାନ ମାନେ ତନତନ କରି କର୍ମଚାରୀଙ୍କୁ ଯାଞ୍ଚ କରି ଭିତରକୁ ଛାଡୁଛନ୍ତି । ସେପଟେ ପାରାଦୀପ ପୋଲିସ ରାସ୍ତାରେ ଗାଡ଼ି ଗୁଡିକୁ ଯାଞ୍ଚ କରୁଛନ୍ତି ।

KNews Bureau

Recent Posts

Realme ଲଞ୍ଚ କଲା ବଢ଼ିଆ ଫୋନ, ଦାମ ସହ ଫିଚର୍ସ ରହିଛି ଦମଦାର

Realme ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । Realmeର ଏହି ବଜେଟ୍ ସ୍ମାର୍ଟଫୋନ୍ ସି ସିରିଜରେ ଲଞ୍ଚ…

7 mins ago

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

49 mins ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

1 hour ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

2 hours ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

2 hours ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

2 hours ago