ପୁରୀ : ସ୍ନାନପୂର୍ଣ୍ଣିମା ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ । ଏଥିପାଇଁ ଟ୍ରାଫିକ ବ୍ୟବସ୍ଥାରେ ପୁରୀକୁ ୪ଟି ଜୋନ୍ରେ ବିଭକ୍ତ କରାଯାଇଛି। ଗୋଟିଏ ଜୋନ ମାଳତୀପାଟପୁରରେ ରହିବ। ଅନ୍ୟ ୩ଟି ଜୋନ୍ ସହର ଭିତରେ ରହିବ। ହାଲୁକା ଯାନର ପାର୍କିଂ ପାଇଁ ୯ଟି ସ୍ଥାନ ରଖାଯାଇଛି। ପୁରୀକୁ ଆସୁଥିବା ଚାରି ଚକିଆ ଗାଡ଼ି ଜଗନ୍ନାଥ ବଲ୍ଲଭ ପାର୍କିଂ ସ୍ଥାନରେ ରହିବେ। ଜଗନ୍ନାଥ ବଲ୍ଲଭ ପାର୍କିଂ ସ୍ଥାନ ଭର୍ତ୍ତି ହେବା ପରେ ଗାଡ଼ିଗୁଡିକ ଶରଧାବାଲି ପାର୍କିଂ ସ୍ଥାନରେ ରହିବ। ଏଠାରେ ପାର୍କିଂ ସ୍ଥାନ ଭର୍ତ୍ତି ହେବା ପରେ ଏସ୍ଏସ୍ସି କଲେଜ ଓ ଜିଲ୍ଲା ସ୍କୁଲ ପାର୍କିଂ ସ୍ଥାନରେ ଗାଡ଼ି ରଖିବାକୁ ବ୍ୟବସ୍ଥା କରାଯାଇଛି। ବଡ଼ଦାଣ୍ଡର ପୂର୍ବପଟ ଟାଉନଥାନାରୁ ମାର୍କେଟ ଛକ ପର୍ଯ୍ୟନ୍ତ ଦୁଇ ଚକିଆ ଗାଡ଼ି ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ସବୁ ଯାତ୍ରୀବାହୀ ବସ୍ ମ୍ୟୁନିସ୍ପାଲିଟି ବସ୍ ଷ୍ଟାଣ୍ଡ ଆସି ଗନ୍ତବ୍ୟ ସ୍ତଳକୁ ଫେରିବେ।
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…