ଭୁବନେଶ୍ୱର : ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା ଅଭିଯୋଗ । ଭୁବନେଶ୍ୱର ବାଲିଅନ୍ତା ଥାନା ଅନ୍ତର୍ଗତ ପାହାଳରେ ସାରଳା ମାର୍ବଲ୍ସ ଦୋକାନର ସିକ୍ୟୁରିଟି ଗାର୍ଡ ଗଦାଧର ସ୍ୱାଇଁଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ସେ ମେସ୍ରେ ରୋଷେଇ କରୁଥିବା ବେଳେ ତାଙ୍କୁ ହତ୍ୟା କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଗଦା ସ୍ୱାଇଁଙ୍କ ଘର କଟକ ସଦର ଥାନା ଅନ୍ତର୍ଗତ ଗବବସ୍ତର ଉଷୁମା ଗାଁରେ। ମୃତକଙ୍କ ପରିବାର ଲୋକ କଟକ-ଭୁବନେଶ୍ୱର ଜାତୀୟ ରାଜପଥକୁ ଦୀର୍ଘ ସମୟ ଧରି ବନ୍ଦ ରଖିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବାରୁ ଦୁଇ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି। ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ। ବାଲିଅନ୍ତା ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛିି।
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…