Below header

ରାଜଧାନୀରେ ଅଭାବନୀୟ ଘଟଣା: ନିଜେ ବନ୍ଧୁକରେ ଗୁଳି ମାରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ

ଭୁବନେଶ୍ବର(କେନ୍ଯୁଜ୍): ରାଜଧାନୀରେ ଅଭାବନୀୟ ଘଟଣା । ନିଜେ ବନ୍ଧୁକରେ ଗୁଳି ମାରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ । ମୃତ ସିକ୍ୟୁରିଟି ଗାର୍ଡଙ୍କ ନାଁ କୃଷ୍ଣଚନ୍ଦ୍ର ଦାସ । ଭୁବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳରେ ଘଟଣା ଘଟିଛି । ଏୟାରପୋର୍ଟ ଥାନା ପୋଲିସ ଘଟଣାର ତଦନ୍ତ କରୁଛି।

ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.