ଆଠଗଡ଼ (କେନ୍ଯୁଜ୍): ଲକ୍ଷାଧିକ ଟଙ୍କାର କୋଭିଡ୍ ସାମଗ୍ରୀ ଠାବ । ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଘରୁ କୋଭିଡ ସାମଗ୍ରୀ ଠାବ କରାଯାଇଛି । ସ୍ତ୍ରୀଙ୍କ ନାଁରେ ଠକାମୀ ଅଭିଯୋଗ ଆଣିଲେ ସ୍ୱାମୀ । କଟକ ଜିଲ୍ଲା ଆଠଗଡ଼ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସ୍ୱାସ୍ଥ୍ୟ କର୍ମଚାରୀ ପ୍ରଭାତି ବିଶ୍ୱାଳ ଏବଂ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସ୍ୱାସ୍ଥ୍ୟକର୍ମୀ ସୁନିଲ କୁମାର ସାହୁ ଲକ୍ଷାଧିକ ଟଙ୍କାର କୋଭିଡ୍ ସାମଗ୍ରୀ ବାହାରେ ବିକ୍ରୀ କରୁଥିବା ଅଭିଯୋଗ ହୋଇଛି ।
ଏନେଇ ଚୌଦ୍ୱାର ଥାନାରେ ପ୍ରଭାତିଙ୍କ ସ୍ୱାମୀ ଧନେଶ୍ୱର ବରାଳ ଅଭିଯୋଗ କରିଛନ୍ତି । ପ୍ରଭାତି ଏବଂ ସୁନିଲ୍ କଟକରେ କୋଭିଡ କାର୍ଯ୍ୟରେ ନିୟୋଜିତ ଥିବା ବେଳେ ଏହି ସାମଗ୍ରୀକୁ ବାହାରେ ଚଢା ଦରରେ ବିକ୍ରୀ କରି ମାଲାମାଲ ହେଉଥିଲେ । ଏବେ ସୁନିଲ୍ ଏବଂ ତାଙ୍କ ପତ୍ନୀ ଫେରାର ରହିଥିବା ସେ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗନୁଯାୟୀ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…