Categories: ରାଜ୍ୟ

ସମ୍ବଲପୁର ଜିଲ୍ଲାରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର(କେନ୍ୟୁଜ୍) : ସମ୍ବଲପୁର ଜିଲ୍ଲାରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଟ୍ରେନର ଶୁଭାରମ୍ଭ । ନବମ ତୀର୍ଥଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରରୁ ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରଛନ୍ତି । ରାମେଶ୍ୱରମ୍‌ରୁ ମଦୁରାଇ ଅଭିମୁଖେ ଗଡିଛି ଟ୍ରେନ୍‌।

ପ୍ରଥମେ ସମ୍ବଲପୁରରୁ ଯାତ୍ରା କରୁଛନ୍ତି ତୀର୍ଥଯାତ୍ରୀ। ୯୭୦ ଜଣ ଯାତ୍ରୀଙ୍କୁ ନେଇ ଯାତ୍ରା ଆରମ୍ଭ ହୋଇଛି। ଚଳିତ ବର୍ଷ ୬ଟି ଟ୍ରେନ୍‌ରେ ଯିବେ ତୀର୍ଥଯାତ୍ରୀ। ସମସ୍ତଙ୍କ ସୁରକ୍ଷିତ ଯାତ୍ରାର କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସମ୍ବଲପୁରରେ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ସମ୍ବଲପୁର ବିଧାୟିକା ରାସେସ୍ୱରୀ ପାଣିଗ୍ରାହୀ ପ୍ରମୁଖ ଷ୍ଟେସନରେ ଉପସ୍ଥିତ ରହି ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା କାମନା କରିଥିଲେ ।

KNews Bureau

Recent Posts

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

48 mins ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

1 hour ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

2 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

3 hours ago

ବାପା ମାଟି ତଳୁ ଉଦ୍ଧାର ମା’ ଏବେବି ନିଖୋଜ ; ପୁଅକୁ ଉଚିତ୍‌ ଦଣ୍ଡ ଦେବାକୁ ଝିଅର ଦାବି

ସୋର(କେନ୍ୟୁଜ୍‌): ଜହ୍ଲାଦ ପୁଅ । ସବୁ ସୀମା ପାର୍‌ କଲା । ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ ।…

3 hours ago