ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ପେନସନ ବିଲ୍‌ କରାଇଦେବାକୁ କହି ଲାଞ୍ଚ ନେଉଥିବାବେଳେ ଗିରଫ

କେନ୍ଦ୍ରାପଡ଼ା(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି । କେନ୍ଦ୍ରାପଡ଼ାର ବରିଷ୍ଠ କିରାଣୀ ସମରାଇ ହେମ୍ବ୍ରମ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ।

୨ ମାସ ଧରି ଅଟକି ରହିଥିବା ପେନସନ ବିଲ୍‌ କରାଇଦେବାକୁ କହି ଜଣେ ଅବସରପ୍ରାପ୍ତ ଶିକ୍ଷୟତ୍ରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଖବର ପାଇ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ସହ ଆୟ ବର୍ହିଭୂତ ସମ୍ପତ୍ତିର ଯାଞ୍ଚ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.