ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ଚଢାଉ

ବଲାଙ୍ଗିର(କେନ୍ଯୁଜ୍): ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । ବଲାଙ୍ଗିର ଜିଲ୍ଲା ପୁଇନ୍ତଲା ବ୍ଲକ ବରିଷ୍ଠ କିରାଣୀ ରବୀନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ଏକକାଳୀନ ୫ଟି ସ୍ଥାନରେ ଚଢାଉ ହୋଇଛି।

ସାଗରପଡା ଘର ସହ ତୁଷୁରା ସ୍ଥିତ ପୈତୃକ ଘର, ଅଫିସ୍‌ ଓ ତାଙ୍କ ସ୍ତ୍ରୀ ନାଁରେ ଥିବା ଏକ ଘରେ ରେଡ୍‌ ଚାଲିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.