Below header

ଭାଷଣ ଦେଉ ଦେଉ ଟଳିପଡିଲେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ । ପ୍ରଚାର ଗାଡିରେ ଅସୁସ୍ଥ ହୋଇପଡିଲେ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଅସୁସ୍ଥ କାରଣରୁ ସେ ଗଳି ପଡ଼ିଲେ । ପରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି ।

ଭାଷଣ ଦେଉଥିବା ସମୟରେ ସେ ଅସୁସ୍ଥ ହୋଇପଡିଥିଲେ । ଆଜି କଂଗ୍ରେସର ପ୍ରତିଷ୍ଠା ଦିବସ । ଏହି ଅବସରରେ ନରସିଂହ ମିଶ୍ର ଭୁବନେଶ୍ୱରରେ ଏକ ପ୍ରଚାରରେ ସାମିଲ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.