କଟକ : ବରିଷ୍ଠ ଡ଼ାକ୍ତର ରାଜ କିଶୋର ଦାସଙ୍କ ଦେହାନ୍ତ। କଟକ ତୁଳସୀପୁର ସ୍ଥିତ ବାସଭବନରେ ଆଜି ସକାଳେ ତାଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି କିଡନୀ ରୋଗରେ ପିଡୀତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି।
ସେ ଜଣେ ସ୍ୱନାମଧନ୍ୟ ମେଡିସିନ ଚିକିତ୍ସକ ଭାବେ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ। ତାଙ୍କ ଚିକିତ୍ସା ଉପରେ ଲୋକଙ୍କର ପ୍ରଗାଢ ବିଶ୍ୱାସ ଥିବା କୁହଯାଏ । କଟକ ଏସସିବି ମେଡିକାଲରେ ମେଡିସିନ ବିଭାଗର ମୁଖ୍ୟ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶଶିକାନ୍ତ ଦାସ ତାଙ୍କର ଜ୍ବାଇଁ ଅଟନ୍ତି।
ମେଷ : ବାକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ…
ଭୁବନେଶ୍ୱର : ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ଯାଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତକୁ…
ଫ୍ରାନ୍ସର ଏକ୍ସ ଏନ୍ ରାଜ୍ୟରେ ଜୁନ୍ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଫିସୁ ବିଶ୍ୱ ବିଶ୍ୱବିଦ୍ୟାଳୟ…
ଆସନ୍ତା ୯ ତାରିଖରେ ଶପଥ ନେବେ ନରେନ୍ଦ୍ର ମୋଦି । ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ…
ଆଖିରେ ଲୁହର ଧାର । ନବୀନଙ୍କ ଫଟୋ ଆଗରେ କାନ୍ଦୁଛନ୍ତି ଜଣେ ମା । କହୁଥିଲେ…ପୁଅ ଥିଲା ଆମର ।…
ସାବିତ୍ରୀ ବ୍ରତରେ ସତ୍ୟବାନ୍ ହୋଇ ପୂଜା ପାଇ ଥାଆନ୍ତେ । ତା ପୂର୍ବରୁ ଘଟିଗଲା ଏପରି କିଛି । ମୃତକଙ୍କ…