Below header

ସ୍ୱେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ ଗଗନ ଧଳ

ଭୁବନେଶ୍ବର: ସ୍ୱେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ ଗଗନ ଧଳ। ରାଜ୍ୟ ସରକାର ଗଗନ ଧଳଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ ଗ୍ରହଣ କରିଛନ୍ତି। ୧୯୮୫ ବ୍ୟାଚର ଆଇଏଏସ ଅଫିସର ପୂର୍ବରୁ ମଧ୍ୟ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ ମଧ୍ୟ ସରକାର ଏହାକୁ ଅଗ୍ରାହ୍ୟ କରିଥିଲେ। ବର୍ତ୍ତମାନ ବନ୍ୟ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଥିଲେ ଗଗନ ଧଳ। ବ୍ୟକ୍ତିଗତ କାରଣରୁ ସେ ଅବସର ନେଇଥିବା ଜଣାପଡ଼ିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.