ରାଜ୍ୟ

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା

 ଭୁବନେଶ୍ୱର(କେନ୍ୟୁଜ୍‌) : ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ବିଦାୟୀ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରଦୀପ ଜେନା। ଉନ୍ନୟନ କମିସନର ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି ଅନୁ ଗର୍ଗ। ପ୍ରଥମ ଥର ଜଣେ ମହିଳା ଅଧିକାରୀ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି।

ରାଜ୍ୟର ବିଭିନ୍ନ ସ୍ଥାନରେ ବହୁ ପ୍ରକଳ୍ପର କାର୍ଯ୍ୟ ଜାରି ରହିଛି। ଏହାକୁ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ମୁଖ୍ୟ ସଚିବ ଓ ଉନ୍ନୟନ କମିସନରଙ୍କ ଉପରେ ରହିବ ଦାୟିତ୍ୱ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ବିଭିନ୍ନ ପୀଠର ବିକାଶ କାର୍ଯ୍ୟ ଜାରି ରହିଛି।

ଚଳିତ ବଜେଟରେ ମଧ୍ୟ ରାଜ୍ୟ ସରକାର ଅନେକ ଯୋଜନା ପ୍ରସ୍ତୁତ କରିଛନ୍ତି। ମିଶନ ଶକ୍ତିକୁ ଆହୁରି ସଶକ୍ତ କରାଯିବ। ଅବଢ଼ା ଯୋଜନାରେ ହେରିଟେଜ୍‌ ସହର ପୁରୀର ବିକାଶ ଓ ଉନ୍ନତିମୂଳକ କାମ କରାଯିବ । ବିଜୁ ଏକ୍ସପ୍ରେସ ୱେ-ଟୁ ବ୍ରହ୍ମପୁରରୁ ଜୟପୁର ରାସ୍ତା ଚାରି ଲେନ ବିଶିଷ୍ଟ ହେବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ଆରମ୍ଭ ହେବ ଆମ ହସ୍ପିଟାଲ ଯୋଜନା। ଏହିଭଳି ବିଭିନ୍ନ ପ୍ରକଳ୍ପ ଓ ଯୋଜନାକୁ ସୁରୁଖୁରୁରେ ସଂପୂର୍ଣ୍ଣ କରିବା ରହିବ ଚ୍ୟାଲେଞ୍ଜ।

Niharanjan

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

11 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

12 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

53 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago