ବାଙ୍କୀ(କେନ୍ୟୁଜ୍): ବରିଷ୍ଠ ସାମ୍ବାଦିକ ତଥା ପୂର୍ବତନ ଜିଲ୍ଲାପରିଷଦ ସଭ୍ୟଙ୍କ ଅକାଳ ବିୟୋଗ। ବାଙ୍କୀ ଉପଖଣ୍ଡର ବରିଷ୍ଠ ସାମ୍ବାଦିକ ତଥା ଡ଼ମପଡା ବ୍ଲକର ପୂର୍ବତନ୍ ବିଜେଡି ଜିଲ୍ଲାପରିଷଦ ସଭ୍ୟ ଲଷ୍ମୀଧର ବେହେରାଙ୍କ ଅକାକ ବିୟୋଗ। ବାଙ୍କୀ ରଣପୁର ସ୍ଥିତ ବାସଭବନରେ ଶ୍ରୀ ବେହେରାଙ୍କ ହୃଦଘାତରେ ଦେହାନ୍ତ ହୋଇଯାଇଛି।
ସାମ୍ବାଦିକ ଶ୍ରୀ ବେହେରାଙ୍କ ମୃତ୍ୟୁ ଖବରପାଇ ସ୍ଥାନୀୟ ବିଧାୟକଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ପହଞ୍ଚି ମର ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏକାଧାରରେ ସେ ଜଣେ ସାହିତ୍ୟିକ, ସାମ୍ବାଦିକ ସରଳ ମିଷ୍ଟଭାସୀ ସହିତ ଜଣେ ମେଳାପୀ ବ୍ୟକ୍ତିଥିଲେ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…