ରାଜ୍ୟ

ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ, ଯଦି ସେ ଆତ୍ମହତ୍ୟା କରିଛନ୍ତି କାରଣ କ’ଣ ?

ବ୍ରହ୍ମପୁର(କେନ୍ୟୁଜ୍): ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ । ସିନିୟର ରେସିଡେଣ୍ଟ ହଷ୍ଟେଲରୁ ଡାକ୍ତର ଶୁଭାନୀ ପଟ୍ଟନାୟକଙ୍କ ମୃତଦେହ ଉଦ୍ଧାର । ଡାକ୍ତର ଶୁଭାନୀ ଚର୍ମରୋଗ ବିଭାଗରେ ପିଜି କରୁଥିଲେ । ତାଙ୍କ ନିଜ ଗାଁ ନୟାଗଡ଼ରେ । ପରିବାର ଲୋକ ଗଞ୍ଜାମ ପୁରୁଷୋତ୍ତମପୁରରେ ରହୁଛନ୍ତି । ଡାକ୍ତର ଶୁଭାନୀ ଗତକାଲି କ୍ଲାସ ଆସିନନଥିବାରୁ ତାଙ୍କୁ ଫୋନ କରାଯାଇଥିଲା । ତାଙ୍କ ବାପା ମଧ୍ୟ ଫୋନ କରିଥିଲେ । ହେଲେ ସେ ଫୋନ ଧରିନଥିଲେ । ଏହା ପରେ ଘଟଣା ସମ୍ପର୍କରେ ଜଣା ପଡ଼ିଥିଲା । ମୃତଦେହ ବ୍ୟବଚ୍ଛେଦ କରିବା ସହ ପୋଲିସ ଘଟଣାର ତଦନ୍ତ ଚଳାଇଛି ।

କୁହାଯାଉଛି ବ୍ୟକ୍ତିଗତ କାରଣ ଯୋଗୁ ସେ ମାନସିକ ଚାପରେ ଥିଲେ । bi polar disorderରେ ପୀଡ଼ିତ ହୋଇ ଔଷଧ ମଧ୍ୟ ଖାଉଥିଲେ । ମାତ୍ରାଧିକ ଔଷଧ ସେବନରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି । କେମିତି ହେଲା ଡାକ୍ତର ଶୁଭାନୀ ପଟ୍ଟନାୟକଙ୍କ ମୃତ୍ୟୁ ? ଯଦି ସେ ଆତ୍ମହତ୍ୟା କରିଛନ୍ତି କାରଣ କ’ଣ ? ଯଦି ସେ ବ୍ୟକ୍ତିଗତ ଭାବେ ମାନସିକ ଚାପରେ ଥିଲେ ଏ ସଂପର୍କରେ ପରିବାର ଲୋକ ଜାଣି ଥିଲେ ନା ନାହିଁ ?..

KNews Bureau

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

9 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

9 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

26 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

27 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

31 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

54 mins ago