୫ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ

କଟକ(କେନ୍ୟୁଜ୍): ୫ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ। ବରଗଡ଼ ଜିଲ୍ଲା ଅମ୍ବାଭୋନା ତହସିଲ ଅଫିସର ରେଭିନ୍ୟୁ ଆସିଷ୍ଟାଣ୍ଡ ବଳରାମ କଲାରୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।

ପୈତୃକ ସମ୍ପତ୍ତି ଭାଗ କରିବା ପାଇଁ ଆବଶ୍ୟକୀୟ ରିପୋର୍ଟ ପ୍ରସ୍ତୁତ କରିବାକୁ ନେଉଥିଲେ ଏହି ଲାଞ୍ଚ । ସମ୍ବଲପୁର ଭିଜିଲାନ୍ସ ଡିଭିଜନରେ ଏ ନେଇ ମାମଲା ରୁଜୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.