ରାଜ୍ୟ

ରାଜଧାନୀ ଆପାର୍ଟମେଣ୍ଟରୁ ସିରିଜ ଚୋରି

ଭୁବନେଶ୍ୱର(କେନ୍ୟୁଜ୍‌): ଅସୁରକ୍ଷିତ ଆପାର୍ଟମେଣ୍ଟ । ପୁଣି ରାଜଧାନୀରେ ଆପାର୍ଟମେଣ୍ଟରୁ ସିରିଜ ଚୋରି । ପାହାଳ ଥାନା ଭୀମପୁର କଲ୍ୟାଣୀ ହାଇଟସର ୩ଟି ପ୍ଲାଟରୁ ଚୋରି। ଘରେ କେହି ନଥିବାବେଳେ କବାଟ ଭାଙ୍ଗି ଲୁଟିନେଲେ ଲୁଟେରା। ୩୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଗହଣା ସହ ଲୁଟି ନେଇଛନ୍ତି ୧୫ ହଜାର ଟଙ୍କା । ସିସିଟିଭିରେ କଏଦ ହୋଇଛି ଚୋରି ବେଳର ଦୃଶ୍ୟ। ଏନେଇ ପାହାଳ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଆପାର୍ଟମେଣ୍ଟରେ ସିକ୍ୟୁରିଟି ଗାର୍ଡ ଥିଲେ ମଧ୍ୟ କିପରି ଚୋରି ହେଉଛି ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

KNews Bureau

Recent Posts

କିଟରେ ଇଣ୍ଡିଆନ ନ୍ୟାସନାଲ ସାଇନ୍ସ ଏକାଡେମୀର ଦୁଇ ଦିନିଆ ସେମିନାର

ଭୁବନେଶ୍ୱର : କିଟ ବିଶ୍ଵବିଦ୍ୟାଳୟ ପରିସରରେ ଇଣ୍ଡିଆନ ନ୍ୟାସନାଲ ସାଇନ୍ସ ଏକାଡେମୀର ଦୁଇ ଦିନିଆ ସେମିନାର ଉଦଘାଟିତ ହୋଇଛି ।…

30 mins ago

ଗଛରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା କାର, ୩ ଆହତ

କରଞ୍ଜିଆ : କରଞ୍ଜିଆରୁ ଭୁବନେଶ୍ୱର ଯାଉଥିବା ଏକ କାର ଠାକୁରମୁଣ୍ଡା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ହୁତୁ ହୁତୁ ହୋଇ ଜଳିଯାଇଛି…

1 hour ago

ପୋଖରୀକୁ ଗାଧୋଇବାକୁ ଯାଇ ଏକା ସାଙ୍ଗେ ଚାଲିଗଲେ ମା’ ଝିଅ

ଉମରକୋଟ୍‌:  ଆଜି ହେଉଛି ପହିଲି ରଜ । ଗାଁ ଠୁ ସହର ଉତ୍ସବ ମୁଖର ପରିବେଶ । ଚାରିଆଡ଼େ ପୋଡ଼…

1 hour ago

ଅମୁଲ ଏବଂ ମଦର ଡେରୀ ପରେ ବଢିଲା ପରାଗ କ୍ଷୀର ଦାମ୍‌, ଜାଣନ୍ତୁ କେତେ ଅଧିକ ଦେବାକୁ ପଡିବ

ପୁଣି ସାଧାରଣ ଲୋକଙ୍କୁ ଝଟକା । ଅମୁଲ ଏବଂ ମଦର ଡେରୀ ପରେ ବଢିଲା ପରାଗ କ୍ଷୀର ଦାମ୍‌ ।…

1 hour ago

ପହିଲି ରଜରେ ଅଘଟଣ, ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ

ସମ୍ବଲପୁର : ପହିଲି ରଜରେ ଅଘଟଣ । ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ । ସମ୍ବଲପୁର ଗୋପାଲମାଲ ଅଞ୍ଚଳରେ ଅଭାବନୀୟ…

2 hours ago

ଶୀଘ୍ର ମୋଟା ହେବ ପାଇଁ ଚାହୁଁଛନ୍ତି କି? ଡାଏଟରେ ସାମିଲ କରନ୍ତୁ ଏହି ମିଲ୍କସେକ୍

ଯଦି ଆପଣ ମଧ୍ୟ ଅଣ୍ଡରୱେଟ ଅଛନ୍ତି ତେବେ ଆପଣ ନିଶ୍ଚିତ ଭାବରେ ଏହିସବୁ ମିଲ୍କସେକ୍ ଆପଣଙ୍କ ଖାଦ୍ୟରେ ଅନ୍ତର୍ଭୁକ୍ତ କରିପାରିବେ…

2 hours ago